2 ବଂଶାବଳୀ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ଵରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା। Viz kapitolaଓଡିଆ ବାଇବେଲ9 ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା। Viz kapitolaପବିତ୍ର ବାଇବଲ9 ଯିହୋୟାଦା ଯାଜକ ଉଚ୍ଚାଧିକାରୀମାନଙ୍କୁ ରାଜା ଦାଉଦଙ୍କ ବର୍ଚ୍ଛାସବୁ ଓ ବୃହତ୍ ତଥା କ୍ଷୁଦ୍ର ଢାଲଗୁଡ଼ିକ ଦେଲେ। ପରମେଶ୍ୱରଙ୍କ ମନ୍ଦିରରେ ସେହି ଅସ୍ତ୍ରଗୁଡ଼ିକ ରଖାଯାଇଥିଲା। Viz kapitola |