2 ବଂଶାବଳୀ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ଵାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ଵରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ। Viz kapitolaଓଡିଆ ବାଇବେଲ13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ। Viz kapitolaପବିତ୍ର ବାଇବଲ13 ଯେଉଁ ବ୍ୟକ୍ତିମାନେ ତତ୍ତ୍ୱାବଧାନ କାର୍ଯ୍ୟ କରୁଥିଲେ, ସେମାନେ ଅତି ବିଶ୍ୱସ୍ତ ଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ସଫଳ ହେଲା। ପରମେଶ୍ୱରଙ୍କ ମନ୍ଦିର ପୂର୍ବରୁ ଯେଉଁପରି ଥିଲା, ସେମାନେ ତାହାକୁ ସେପ୍ରକାର ନିର୍ମାଣ କଲେ ଓ ସେମାନେ ତାହାକୁ ଆହୁରି ଦୃଢ଼ କଲେ। Viz kapitola |