2 ବଂଶାବଳୀ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ଵର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା। Viz kapitolaଓଡିଆ ବାଇବେଲ16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା। Viz kapitolaପବିତ୍ର ବାଇବଲ16 ଲୋକମାନେ ଯିହୋୟାଦାଙ୍କୁ ଦାଉଦଙ୍କ ନଗରରେ, ଯେଉଁଠାରେ ରାଜାମାନେ କବରପ୍ରାପ୍ତ ହୋଇଛନ୍ତି, ସେହିଠାରେ କବର ଦେଲେ। ଲୋକମାନେ ସେହି ସ୍ଥାନରେ ଯିହୋୟାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳରେ ଇସ୍ରାଏଲ ମଧ୍ୟରେ ପରମେଶ୍ୱରଙ୍କ ନିମନ୍ତେ ଓ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ। Viz kapitola |