2 ବଂଶାବଳୀ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ। Viz kapitolaଓଡିଆ ବାଇବେଲ17 ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ। Viz kapitolaପବିତ୍ର ବାଇବଲ17 ଯିହୋୟାଦାଙ୍କ ମୃତ୍ୟୁ ପରେ, ଯିହୁଦାର ନେତାମାନେ ଆସିଲେ ଓ ରାଜା ଯୋୟାଶଙ୍କ ସମ୍ମୁଖରେ ପ୍ରଣିପାତ କଲେ। ରାଜା ସେହି ନେତାମାନଙ୍କର କଥା ଶୁଣିଲେ। Viz kapitola |