2 ବଂଶାବଳୀ 24:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରା; କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ। Viz kapitolaଓଡିଆ ବାଇବେଲ21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ। Viz kapitolaପବିତ୍ର ବାଇବଲ21 କିନ୍ତୁ ଲୋକମାନେ ଜିଖରିୟଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ। ଜିଖରିୟଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ୟୁ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧ୍ୟରେ ଲୋକମାନେ ଏହା କଲେ। Viz kapitola |