2 ବଂଶାବଳୀ 24:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ। Viz kapitolaଓଡିଆ ବାଇବେଲ26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ। Viz kapitolaପବିତ୍ର ବାଇବଲ26 ଯୋୟାଶଙ୍କ ବିରୁଦ୍ଧରେ ଏହି ଭୃତ୍ୟମାନେ ଷଡ଼ଯନ୍ତ୍ର କରିଥିଲେ; ସାବଦ୍ ଓ ଯିହୋଷାବଦ୍। ସାବଦଙ୍କ ମାତାଙ୍କର ନାମ ଥିଲା ଶିମିୟତ୍। ଶିମିୟତ୍ ଅମ୍ମୋନରୁ ଆସିଥିଲେ। ଆଉ ଯିହୋଶାବଦଙ୍କର ମାତାଙ୍କର ନାମ ଥିଲା ଶିମ୍ରୀତ୍। ଶିମ୍ରୀତ୍ ମୋୟାବରୁ ଆସିଥିଲେ। Viz kapitola |