Online Bible

- Reklamy -




2 ବଂଶାବଳୀ 24:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ରକ୍ଷିତ ଭାର ଗୁରୁତ୍ଵ ଓ ପରମେଶ୍ଵରଙ୍କ ଗୃହର ପୁନର୍ନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

27 ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

27 ଯୋୟାଶଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧରେ ମହାନ ଭବିଷ୍ୟ‌ଦ୍‌ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କଲେ, ସେହିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲେଖାଯାଇ ଅଛି। ଅମତ୍‌ସିୟ ତାଙ୍କ ଉତ୍ତାରେ ନୂତନ ରାଜା ହେଲେ। ଅମତ୍‌ସିୟ ଯୋୟାଶଙ୍କର ପୁତ୍ର ଥିଲେ।

Viz kapitola kopírovat




2 ବଂଶାବଳୀ 24:27

Následuj nás:

Reklamy


Reklamy