2 ବଂଶାବଳୀ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ଵୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ତଳୀ ଦ୍ଵାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ? Viz kapitolaଓଡିଆ ବାଇବେଲ6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ ? Viz kapitolaପବିତ୍ର ବାଇବଲ6 ତେଣୁ ରାଜ ଯୋୟାଶ୍ ମୁଖ୍ୟଯାଜକ ଯିହୋୟାଦାଙ୍କୁ ଡକାଇଲେ। ରାଜା କହିଲେ, “ଯିହୋୟାଦା, ଯିହୁଦା ଓ ଯିରୁଶାଲମରୁ ସଂଗୃହୀତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲେବୀୟମାନଙ୍କୁ ପଠାଉ ନାହଁ? ସଦାପ୍ରଭୁଙ୍କ ଦାସ ମୋଶା ଓ ଇସ୍ରାଏଲର ଲୋକମାନେ ସେହି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ୟବହାର କରୁଥିଲେ।” Viz kapitola |