2 ବଂଶାବଳୀ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ଵରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ। Viz kapitolaଓଡିଆ ବାଇବେଲ7 କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ। Viz kapitolaପବିତ୍ର ବାଇବଲ7 ଅତୀତରେ, ଅଥଲିୟାଙ୍କ ପୁତ୍ରମାନେ ପରମେଶ୍ୱରଙ୍କ ମନ୍ଦିର ଭାଙ୍ଗି ଭିତରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସେମାନେ ବାଲ୍-ଦେବଗଣର ପୂଜା କରିବା ନିମନ୍ତେ ବ୍ୟବହାର କରିଥିଲେ। ଅଥଲିୟା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ। Viz kapitola |