Online Bible

- Reklamy -




2 ବଂଶାବଳୀ 25:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

1 ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

1 ଅମତ୍‌ସିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଯିହୋୟଦ୍ଦନ୍। ଯିହୋୟଦ୍ଦନ୍ ଯିରୁଶାଲମରୁ ଆସିଥିଲେ।

Viz kapitola kopírovat




2 ବଂଶାବଳୀ 25:1

Následuj nás:

Reklamy


Reklamy