Online Bible

- Reklamy -




2 ବଂଶାବଳୀ 25:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ-ଉପତ୍ୟକାକୁ କଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

11 ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ

11 ଏହା ପରେ ଅମତ୍‌ସିୟ ଅତ୍ୟନ୍ତ ସାହସୀ ହୋଇ ଉଠିଲେ ଓ ତାଙ୍କର ସୈନ୍ୟଦଳକୁ ଲବଣଉପତ୍ୟକାକୁ କଢ଼ାଇ ନେଲେ। ସେହି ସ୍ଥାନରେ, ଅମତ୍‌ସିୟଙ୍କ ସୈନ୍ୟଦଳ ସେୟୀରର 10,000 ଲୋକଙ୍କୁ ହତ୍ୟା କଲେ।

Viz kapitola kopírovat




2 ବଂଶାବଳୀ 25:11

Následuj nás:

Reklamy


Reklamy