2 ବଂଶାବଳୀ 25:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବୈଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ। Viz kapitolaଓଡିଆ ବାଇବେଲ13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟ ଦ୍ରବ୍ୟ ନେଲେ। Viz kapitolaପବିତ୍ର ବାଇବଲ13 କିନ୍ତୁ ସେହି ସମୟରେ ହିଁ ଇସ୍ରାଏଲୀୟ ସୈନ୍ୟଦଳ ଯିହୁଦାର କେତେକ ସହର ଉପରେ ଆକ୍ରମଣ କରୁଥିଲେ। ସେମାନେ ଶମରିୟାଠାରୁ ବୈଥ୍ହୋରଣ୍ ପର୍ଯ୍ୟନ୍ତ ସହରଗୁଡ଼ିକୁ ଆକ୍ରମଣ କଲେ। ସେମାନେ 3,000 ଲୋକଙ୍କୁ ହତ୍ୟା କଲେ ଓ ଅନେକ ବହୁମୂଲ୍ୟ ସାମଗ୍ରୀମାନ ନେଇଗଲେ। କାରଣ ଅମତ୍ସିୟ ସେମାନଙ୍କ ଯୁଦ୍ଧରେ ଯୋଗ ଦେଇ ନ ଥିଲେ। Viz kapitola |