Online Bible

- Reklamy -




2 ବଂଶାବଳୀ 25:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? ନିରସ୍ତ ହୁଅ; କାହିଁକି ମାଡ଼ ଖାଇବ? ଏଥିରେ ଭବିଷ୍ୟଦ୍ବକ୍ତା ନିରସ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ଵର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।

Viz kapitola kopírovat

ଓଡିଆ ବାଇବେଲ

16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ

16 ଭବିଷ୍ୟ‌ଦ୍‌ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍‌ସିୟ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟ‌ଦ୍‌ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”

Viz kapitola kopírovat




2 ବଂଶାବଳୀ 25:16

Následuj nás:

Reklamy


Reklamy