Online Bible

- Reklamy -




2 ବଂଶାବଳୀ 25:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

Viz kapitola kopírovat

ଓଡିଆ ବାଇବେଲ

21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

Viz kapitola kopírovat

ପବିତ୍ର ବାଇବଲ

21 ତେଣୁ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍-ଶେମଶ୍ ସହରରେ ଯିହୁଦାର ରାଜା ଅମତ୍‌ସିୟଙ୍କୁ ସାମ୍ନା-ସାମ୍ନି ହୋଇ ଭେଟିଲେ। ବୈଥ୍-ଶେମଶ୍ ଯିହୁଦାର ଅଞ୍ଚଳ ଅଟେ।

Viz kapitola kopírovat




2 ବଂଶାବଳୀ 25:21

Následuj nás:

Reklamy


Reklamy