Online Bible

- Reklamy -




2 ବଂଶାବଳୀ 25:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଯିହୋୟାହସଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।

Viz kapitola kopírovat

ଓଡିଆ ବାଇବେଲ

23 ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।

Viz kapitola kopírovat

ପବିତ୍ର ବାଇବଲ

23 ଯୋୟାଶ୍ ଯିହୁଦାର ରାଜା ଅମତ୍‌ସିୟଙ୍କୁ ବୈଥ୍-ଶେମ‌ଶ୍‌ଠାରେ ଧରିଲେ ଓ ତାଙ୍କୁ ଯିରୁଶାଲମକୁ ନେଇଗଲେ। ଅମତ୍‌ସିୟଙ୍କ ପିତାଙ୍କ ନାମ ଥିଲା ଯୋୟାଶ୍, ଯୋୟାଶଙ୍କ ପିତାଙ୍କର ନାମ ଥିଲା ଯିହୋୟାହସ୍। ଇସ୍ରାଏଲର ରାଜା ଯୋୟାଶ ଇଫ୍ରୟିମ ଫାଟକଠାରୁ କୋଣସ୍ଥିତ ଫାଟକ ପର୍ଯ୍ୟନ୍ତ ଯିରୁଶାଲମର 400 ହାତ ପ୍ରାଚୀରକୁ ଭାଙ୍ଗି ପକାଇଲେ।

Viz kapitola kopírovat




2 ବଂଶାବଳୀ 25:23

Následuj nás:

Reklamy


Reklamy