2 ବଂଶାବଳୀ 25:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। Viz kapitolaଓଡିଆ ବାଇବେଲ27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ27 ଯେତେବେଳେ ଅମତ୍ସିୟ ସଦାପ୍ରଭୁଙ୍କର ବାଧ୍ୟ ହେବା ବନ୍ଦ କରିଦେଲେ, ଯିରୁଶାଲମର ଲୋକମାନେ ଅମତ୍ସିୟଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ସେ ଲାଖୀଶ୍ ସହରକୁ ଲୋକମାନଙ୍କୁ ପଠାଇଲେ ଓ ସେମାନେ ସେଠାରେ ଅମତ୍ସିୟଙ୍କୁ ହତ୍ୟା କଲେ। Viz kapitola |