Online Bible

- Reklamy -




2 ବଂଶାବଳୀ 25:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ତ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।

Viz kapitola kopírovat

ଓଡିଆ ବାଇବେଲ

4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।

Viz kapitola kopírovat

ପବିତ୍ର ବାଇବଲ

4 କିନ୍ତୁ ଅମତ୍‌ସିୟ ସେହି ପଦାଧିକାରୀମାନଙ୍କର ସନ୍ତାନମାନଙ୍କୁ ହତ୍ୟା କଲେ ନାହିଁ, କାରଣ ସେ ମୋଶାଙ୍କ ପୁସ୍ତକରେ ଲିଖିତ ନିୟମକୁ ମାନିଲେ। ସଦାପ୍ରଭୁ ଆଦେଶ ଦେଇଥିଲେ, “ପିତାମାତାମାନଙ୍କୁ ସେମାନଙ୍କ ସନ୍ତାନମାନଙ୍କର ଅପରାଧ ପାଇଁ ହତ୍ୟା କରାଯିବ ନାହିଁ। ଆଉ ସନ୍ତାନମାନଙ୍କୁ ସେମାନଙ୍କ ପିତାମାତାଙ୍କର ଅପରାଧ ପାଇଁ ହତ୍ୟା କରାଯିବ ନାହିଁ। ଜଣେ ବ୍ୟକ୍ତିକୁ କେବଳ ତା'ର ନିଜର ମନ୍ଦକର୍ମ ପାଇଁ ହତ୍ୟା କରାଯିବା ଉଚିତ୍।”

Viz kapitola kopírovat




2 ବଂଶାବଳୀ 25:4

Následuj nás:

Reklamy


Reklamy