2 ବଂଶାବଳୀ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମଧ୍ୟ ସେ ଏକ ଶହ ତାଳ; ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ। Viz kapitolaଓଡିଆ ବାଇବେଲ6 ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ6 ଅମତ୍ସିୟ ମଧ୍ୟ ଇସ୍ରାଏଲରୁ 100,000 ସୈନ୍ୟ ଭଡ଼ାରେ ଆଣିଲେ। ସେ ସେହି ସୈନ୍ୟମାନଙ୍କ ନିମନ୍ତେ 100 ତାଳନ୍ତ ରୂପା ଦେଲେ। Viz kapitola |