2 ବଂଶାବଳୀ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ଵାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗ ସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ। ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ। Viz kapitolaଓଡିଆ ବାଇବେଲ15 ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗ ସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ15 ଯିରୁଶାଲମରେ ଉଷିୟ ଚତୁର ଲୋକମାନଙ୍କ ଦ୍ୱାରା ଉଦ୍ଭାବିତ ମେସିନ୍ ସବୁ ନିର୍ମାଣ କଲେ। ସେହି ମେସିନ୍ ଗୁଡ଼ିକ ଦୁର୍ଗ ଓ କୋଣସ୍ଥିତ ପ୍ରାଚୀର ଉପରେ ରଖାଗଲା। ସେହି ମେସିନ୍ ଗୁଡ଼ିକ ତୀର ଓ ପଥର କ୍ଷେପଣ କରିପାରୁ ଥିଲା। ଉଷିୟ ବିଖ୍ୟାତ ହୋଇ ଉଠିଲେ। ଦୂରଦୂରାନ୍ତର ସ୍ଥାନର ଲୋକମାନେ ସୁଦ୍ଧା ତାଙ୍କର ନାମ ଜାଣିଥିଲେ। ତାଙ୍କୁ ପ୍ରଚୁର ସାହାଯ୍ୟ ମିଳୁଥିଲା ଓ ସେ ଜଣେ ପରାକ୍ରମଶାଳୀ ରାଜା ହୋଇ ଉଠିଲେ। Viz kapitola |