2 ବଂଶାବଳୀ 26:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ି ଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ। Viz kapitolaଓଡିଆ ବାଇବେଲ20 ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ି ଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ। Viz kapitolaପବିତ୍ର ବାଇବଲ20 ପ୍ରଧାନ ଯାଜକ ଅସରିୟ ଓ ଅନ୍ୟ ସମସ୍ତ ଯାଜକମାନେ ଉଷିୟଙ୍କ ପ୍ରତି ଅନାଇଲେ। ସେମାନେ ତାଙ୍କ କପାଳରେ କୁଷ୍ଠରୋଗର ଚିହ୍ନ ଦେଖିବାକୁ ପାଇଲେ। ଏଣୁ ଯାଜକମାନେ ଅତିଶୀଘ୍ର ଉଷିୟଙ୍କୁ ବଳପୂର୍ବକ ମନ୍ଦିରରୁ ବାହାର କରିଦେଲେ। ଉଷିୟ ନିଜେ ତରତର ହୋଇ ବାହାରି ଗଲେ, କାରଣ ସଦାପ୍ରଭୁ ତାହାଙ୍କୁ ଦଣ୍ଡିତ କରିଥିଲେ। Viz kapitola |