2 ବଂଶାବଳୀ 26:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ-ନିବାସିନୀ ଥିଲେ। Viz kapitolaଓଡିଆ ବାଇବେଲ3 ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ। Viz kapitolaପବିତ୍ର ବାଇବଲ3 ଉଷିୟ ରାଜା ହେବା ସମୟରେ ଷୋହଳ ବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ବାଉନ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଯିଖଲିୟା। ଯିଖଲିୟା ଯିରୁଶାଲମରୁ ଆସିଥିଲେ। Viz kapitola |