2 ବଂଶାବଳୀ 26:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦ୍ର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ୍ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ Viz kapitolaପବିତ୍ର ବାଇବଲ6 ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧରେ ଗୋଟିଏ ଯୁଦ୍ଧ କଲେ। ସେ ଗାଥ୍, ଯବ୍ନିର ଓ ଅସ୍ଦୋଦ୍ ସହରର ଚତୁର୍ଦ୍ଦିଗରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅସ୍ଦୋଦ୍ ସହର ନିକଟରେ ଓ ଅନ୍ୟାନ୍ୟ ସ୍ଥାନରେ ପଲେଷ୍ଟୀୟ ଲୋକମାନଙ୍କ ମଧ୍ୟରେ ସହରମାନ ନିର୍ମାଣ କଲେ। Viz kapitola |