2 ବଂଶାବଳୀ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି। Viz kapitolaଓଡିଆ ବାଇବେଲ7 ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି। Viz kapitolaପବିତ୍ର ବାଇବଲ7 ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ସେ କରିଥିବା ଯୁଦ୍ଧର ବିବରଣୀ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲେଖା ଯାଇଅଛି। Viz kapitola |