Online Bible

- Reklamy -




2 ବଂଶାବଳୀ 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୁର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

1 ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

1 ଆହସ୍ ରାଜା ହେବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ଆହସ୍ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ ଜୀବନଯାପନକ କରୁ ନ ଥିଲେ। ଆହସ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।

Viz kapitola kopírovat




2 ବଂଶାବଳୀ 28:1

Následuj nás:

Reklamy


Reklamy