Online Bible

- Reklamy -




2 ବଂଶାବଳୀ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ରହିଅଛି।

Viz kapitola kopírovat

ଓଡିଆ ବାଇବେଲ

11 ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇ ଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।

Viz kapitola kopírovat

ପବିତ୍ର ବାଇବଲ

11 ବର୍ତ୍ତମାନ ମୋର କଥା ଶୁଣ, ତୁମ୍ଭେମାନେ ତୁମ୍ଭମାନଙ୍କର ଯେଉଁ ଭ୍ରାତା ଓ ଭଗ୍ନୀମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ପଠାଇ ଦିଅ। ଏହିପରି କର, କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ବିରୁଦ୍ଧରେ ଭୟଙ୍କର କ୍ରୋଧ କରିଛନ୍ତି।”

Viz kapitola kopírovat




2 ବଂଶାବଳୀ 28:11

Následuj nás:

Reklamy


Reklamy