Online Bible

- Reklamy -




2 ବଂଶାବଳୀ 28:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

14 ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

14 ତେଣୁ ସେହି ସୈନିକମାନେ ବନ୍ଦୀମାନଙ୍କୁ ଓ ବହୁମୂଲ୍ୟ ସାମଗ୍ରୀଗୁଡ଼ିକୁ ସେହି ନେତାମାନଙ୍କୁ ଓ ଇସ୍ରାଏଲର ଲୋକମାନଙ୍କୁ ଫେରାଇ ଦେଲେ।

Viz kapitola kopírovat




2 ବଂଶାବଳୀ 28:14

Následuj nás:

Reklamy


Reklamy