2 ବଂଶାବଳୀ 28:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ଉଲଙ୍ଗ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନ ପାନ କରିବାକୁ ଦେଇ ତୈଳମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ କତିକି ନେଇଗଲେ; ଏଥି ଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ। Viz kapitolaଓଡିଆ ବାଇବେଲ15 ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନ ପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ15 ସେହି ନେତାମାନେ ବନ୍ଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଜକୁ ପ୍ରସ୍ତୁତ କଲେ। ସେହି ଗ୍ଭରିଜଣ ବ୍ୟକ୍ତି ଇସ୍ରାଏଲୀୟ ସୈନ୍ୟଦଳ ଲୁଟି ନେଇଥିବା ବସ୍ତୁସବୁ ପୁନରୁଦ୍ଧାର କଲେ ଓ ନଗ୍ନଥିବା ଲୋକମାନଙ୍କୁ ବସ୍ତ୍ର ନେଇ ଦେଲେ। ସେହି ନେତାମାନେ ସେହି ଲୋକମାନଙ୍କୁ ଜୋତା ମଧ୍ୟ ଦେଲେ। ସେମାନେ ଯିହୁଦାର ବନ୍ଦୀମାନଙ୍କୁ କିଛି ଖାଦ୍ୟ ଓ ପାନୀୟ ଦେଲେ। ସେମାନେ ସେହି ଲୋକମାନଙ୍କ ଶରୀରରେ ତେଲ ମାଲିସ୍ କଲେ। ଏହା ପରେ ଇଫ୍ରୟିମର ସେହି ନେତାମାନେ ଦୁର୍ବଳ ବନ୍ଦୀମାନଙ୍କୁ ଗଧ ଉପରେ ବସାଇଲେ ଓ ଯିରୀହୋରେ ଥିବା ସେମାନଙ୍କ ଗୃହ ଓ ପରିବାରକୁ ସେମାନଙ୍କୁ ନେଇଗଲେ। ଯିରୀହୋକୁ ‘ଖର୍ଜ୍ଜୁରୀବୃକ୍ଷର ନଗର’ ବୋଲି କୁହାଯାଉ ଥିଲା। ଏହା ପରେ ସେହି ଗ୍ଭରିଜଣ ନେତା ଶମରିୟାକୁ ଫେରିଗଲେ। Viz kapitola |