Online Bible

- Reklamy -




2 ବଂଶାବଳୀ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

16 ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ

16-17 ସେହି ସମୟରେ, ଇଦୋମର ଲୋକମାନେ ଆଉଥରେ ଆସିଲେ ଓ ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ। ଇଦୋମୀୟମାନେ ଲୋକମାନଙ୍କୁ ଧରିଲେ ଓ ସେମାନଙ୍କୁ ବନ୍ଦୀ କରି ନେଇଗଲେ। ତେଣୁ ରାଜା ଆହସ୍, ଅଶୂରୀୟ ରାଜାଙ୍କୁ ସାହାଯ୍ୟ ମାଗିଲେ।

Viz kapitola kopírovat




2 ବଂଶାବଳୀ 28:16

Následuj nás:

Reklamy


Reklamy