2 ବଂଶାବଳୀ 28:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ଵେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତା; ସତ୍ୟଲଙ୍ଘନ କରିଥିଲେ। Viz kapitolaଓଡିଆ ବାଇବେଲ19 କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ। Viz kapitolaପବିତ୍ର ବାଇବଲ19 ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ୱସ୍ତ ଥିଲେ। Viz kapitola |