Online Bible

- Reklamy -




2 ବଂଶାବଳୀ 28:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଇସ୍ରାଏଲ-ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକି ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

8 ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟ ଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

8 ଇସ୍ରାଏଲୀୟ ସୈନ୍ୟଦଳ ଯିହୁଦାରେ ବାସ କରୁଥିବା ସେମାନଙ୍କର ନିଜ ଆତ୍ମୀୟମାନଙ୍କ ମଧ୍ୟରୁ 200,000 ଲୋକଙ୍କୁ ବନ୍ଦୀ କରି ନେଲେ। ସେମାନେ ସ୍ତ୍ରୀଲୋକ, ସନ୍ତାନଗଣ ଓ ଯିହୁଦାରୁ ଅନେକ ବହୁମୂଲ୍ୟ ସାମଗ୍ରୀ ଲୁଟି ନେଲେ। ଇସ୍ରାଏଲୀୟମାନେ ସେହି ବନ୍ଦୀମାନଙ୍କୁ ଓ ସାମଗ୍ରୀଗୁଡ଼ିକୁ ଶମରିୟାକୁ ନେଇଗଲେ।

Viz kapitola kopírovat




2 ବଂଶାବଳୀ 28:8

Následuj nás:

Reklamy


Reklamy