Online Bible

- Reklamy -




2 ବଂଶାବଳୀ 29:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବରଣ୍ତାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।

Viz kapitola kopírovat

ଓଡିଆ ବାଇବେଲ

17 ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ

17 ପ୍ରଥମ ମାସର ପ୍ରଥମ ଦିନରେ ଲେବୀୟମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କରିବା ଆରମ୍ଭ କରିଦେଲେ। ମାସର ଅଷ୍ଟମ ଦିନରେ, ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ଅଳିନ୍ଦକୁ ଆସିଲେ। ସଦାପ୍ରଭୁଙ୍କ ମନ୍ଦିରକୁ ପବିତ୍ରରୂପେ ବ୍ୟବହାର କରିବା ପାଇଁ ସେମାନେ ଆହୁରି ଆଠ ଦିନ ପର୍ଯ୍ୟନ୍ତ ତାହାକୁ ପରିଷ୍କାର କଲେ। ସେମାନେ ପ୍ରଥମ ମାସର ଷୋହଳତମ ଦିନରେ ତାହା ସମାପ୍ତ କଲେ।

Viz kapitola kopírovat




2 ବଂଶାବଳୀ 29:17

Následuj nás:

Reklamy


Reklamy