2 ବଂଶାବଳୀ 29:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆହୁରି, ଆହସ୍ ରାଜା ଆପଣା ରାଜତ୍ଵ ସମୟରେ ସତ୍ୟଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି। Viz kapitolaଓଡିଆ ବାଇବେଲ19 ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି। Viz kapitolaପବିତ୍ର ବାଇବଲ19 ଆହସ୍ ରାଜା ଥିବା ସମୟରେ ପରମେଶ୍ୱରଙ୍କର ବିରୁଦ୍ଧରେ ବିଦ୍ରୋହ କଲେ। ସେ ମନ୍ଦିର ମଧ୍ୟରେ ଥିବା ଅନେକ ସାମଗ୍ରୀକୁ ଫୋପାଡ଼ି ଦେଇଥିଲେ। କିନ୍ତୁ ଆମ୍ଭେମାନେ ସେହିସବୁ ସାମଗ୍ରୀକୁ ନିରୂପିତ କରିଅଛୁ ଓ ସେଗୁଡ଼ିକୁ ବିଶେଷ ବ୍ୟବହାର ନିମନ୍ତେ ପ୍ରସ୍ତୁତ କରିଅଛୁ। ସେଗୁଡ଼ିକ ବର୍ତ୍ତମାନ ସଦାପ୍ରଭୁଙ୍କ ଯଜ୍ଞବେଦିର ସମ୍ମୁଖରେ ଅଛି।” Viz kapitola |