Online Bible

- Reklamy -

2 ବଂଶାବଳୀ 29:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

21 ସେମାନେ ସାତ ଗୋଟି ବଳଦ, ସାତୋଟି ମେଷ, ସାତୋଟି ମେଷଶାବକ ଓ ସାତୋଟି ବୋଦା ଆଣିଲେ। ଏହି ପଶୁଗୁଡ଼ିକ ପବିତ୍ର ସ୍ଥାନର ଓ ଯିହୁଦାର ଲୋକମାନଙ୍କ ନିମନ୍ତେ ପାପାର୍ଥକ ବଳିସ୍ୱରୂପେ ଉତ୍ସର୍ଗୀକୃତ ହେବାକୁ ଥିଲା। ରାଜା ହିଜକିୟ ହାରୋଣଙ୍କ ବଂଶଧର ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସେହି ପଶୁଗୁଡ଼କ ଉତ୍ସର୍ଗ କରିବାକୁ ଆଦେଶ ଦେଲେ।

Viz kapitola kopírovat

2 ବଂଶାବଳୀ 29:21

Následuj nás:

Reklamy

Reklamy