2 ବଂଶାବଳୀ 29:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ। Viz kapitolaଓଡିଆ ବାଇବେଲ22 ତେଣୁ ବୃଷସବୁ ବଧ କରାଯା’ନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ। Viz kapitolaପବିତ୍ର ବାଇବଲ22 ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ୟା କଲେ ଓ ରକ୍ତକୁ ରଖିଲେ। ଆଉ ସେମାନେ ସେହି ବଳଦର ରକ୍ତକୁ ବେଦି ଉପରେ ସିଞ୍ଚିଲେ। ଏହା ପରେ ଯାଜକମାନେ ମେଷମାନଙ୍କୁ ହତ୍ୟା କଲେ ଓ ମେଷମାନଙ୍କର ରକ୍ତ ଯଜ୍ଞବେଦି ଉପରେ ସିଞ୍ଚନ କଲେ। Viz kapitola |