2 ବଂଶାବଳୀ 29:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍-ବକ୍ତାମାନଙ୍କ ଦ୍ଵାରା ଏହି ଆଜ୍ଞା କରିଥିଲେ। Viz kapitolaଓଡିଆ ବାଇବେଲ25 ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍-ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ। Viz kapitolaପବିତ୍ର ବାଇବଲ25 ଦାଉଦ, ରାଜାଙ୍କ ଭବିଷ୍ୟଦ୍ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ୟଦ୍ବକ୍ତା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ରାଜା ହିଜକିୟ ସେହି ପ୍ରକାରେ ଲେବୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିରରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ୟଦ୍ବକ୍ତାମାନଙ୍କର ମାଧ୍ୟମରେ ଆସିଥିଲା। Viz kapitola |