2 ବଂଶାବଳୀ 29:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ29 ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ29 ଉତ୍ସର୍ଗ କାର୍ଯ୍ୟ ଶେଷ ହେବାପରେ, ରାଜା ହିଜକିୟ ଓ ତାଙ୍କ ସହିତ ସମସ୍ତ ଜନତା ନତମସ୍ତକ ହେଲେ ଓ ଉପାସନା କଲେ। Viz kapitola |