Online Bible

- Reklamy -




2 ବଂଶାବଳୀ 29:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ସେତେବେଳେ ହିଜକୀୟ ଉତ୍ତର କରି କହିଲେ,ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ। ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

31 ସେତେବେଳେ ହିଜକୀୟ ଉତ୍ତର କରି କହିଲେ, ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ। ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

31 ହିଜକିୟ କହିଲେ, “ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭେମାନେ ନିଜକୁ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ୟବାଦର ଉପହାରସବୁ ଆଣ।” ଏହା ପରେ ଲୋକମାନେ ବଳିଦାନ ଓ ଧନ୍ୟବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଗ୍ଭହିଁଲା, ସେ ହୋମବଳି ଉପହାରସବୁ ଆଣିଲା।

Viz kapitola kopírovat




2 ବଂଶାବଳୀ 29:31

Následuj nás:

Reklamy


Reklamy