2 ବଂଶାବଳୀ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା। Viz kapitolaଓଡିଆ ବାଇବେଲ11 ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା। Viz kapitolaପବିତ୍ର ବାଇବଲ11 ଏହି କିରୁବଦୂତଗଣଙ୍କ ଡେଣା ପାଞ୍ଚ ହାତ ଲମ୍ବ ଥିଲା। ଡେଣାମାନଙ୍କର ସମ୍ପୂର୍ଣ୍ଣ ଲମ୍ବ କୋଡ଼ିଏ ହାତ ଥିଲା। ପ୍ରଥମ କିରୂବ ଦୂତଗଣର ଗୋଟିଏ ଡେଣା କୋଠରୀର ଏକ ପାଖ କାନ୍ଥକୁ ସ୍ପର୍ଶ କରୁଥିଲା। ଯେଉଁଟା କି ପାଞ୍ଚ ହାତ ଦୂରରେ ଥିଲା। Viz kapitola |