Online Bible

- Reklamy -




2 ବଂଶାବଳୀ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ଆପଣା ଅଧିକାରର ଚତୁର୍ଥ ବର୍ଷର ଦ୍ଵିତୀୟ ମାସର ଦ୍ଵିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।

Viz kapitola kopírovat

ଓଡିଆ ବାଇବେଲ

2 ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।

Viz kapitola kopírovat

ପବିତ୍ର ବାଇବଲ

2 ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ଦ୍ୱିତୀୟ ମାସରେ ସେ କାର୍ଯ୍ୟ ଆରମ୍ଭ କଲେ।

Viz kapitola kopírovat




2 ବଂଶାବଳୀ 3:2

Následuj nás:

Reklamy


Reklamy