2 ବଂଶାବଳୀ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଶଲୋମନ ପରମେଶ୍ଵରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି। ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟତା ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। Viz kapitolaଓଡିଆ ବାଇବେଲ3 ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। Viz kapitolaପବିତ୍ର ବାଇବଲ3 ପରମେଶ୍ୱରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ନିମନ୍ତେ ଶଲୋମନ ଏହି ପ୍ରକାରର ମାପ ବ୍ୟବହାର କରିଥିଲେ। ଭିତ୍ତିମୂଳ ଷାଠିଏ ହାତ ଲମ୍ବ ଓ କୋଡ଼ିଏ ହାତ ପ୍ରସ୍ଥ ଥିଲା। ଶଲୋମନ ମନ୍ଦିରର ମାପ ନେଲାବେଳକୁ ପୁରୁଣା ମାପର ବ୍ୟବହାର କରିଥିଲେ। Viz kapitola |