2 ବଂଶାବଳୀ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ଵର୍ଣ୍ଣ ଥିଲା। ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaଓଡିଆ ବାଇବେଲ9 ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaପବିତ୍ର ବାଇବଲ9 ସ୍ୱର୍ଣ୍ଣ କଣ୍ଟକର ଓଜନ 575 ଗ୍ରାମ ଥିଲା। ଶଲୋମନ ଉପରିସ୍ଥ କୋଠରୀଗୁଡ଼ିକୁ ମଧ୍ୟ ସୁନାରେ ଆଚ୍ଛାଦନ କଲେ। Viz kapitola |