2 ବଂଶାବଳୀ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ଵରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା। Viz kapitolaଓଡିଆ ବାଇବେଲ12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା। Viz kapitolaପବିତ୍ର ବାଇବଲ12 ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ। Viz kapitola |