2 ବଂଶାବଳୀ 30:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ସେମାନେ ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ। Viz kapitolaଓଡିଆ ବାଇବେଲ15 ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ। Viz kapitolaପବିତ୍ର ବାଇବଲ15 ଏହା ପରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶତମ ଦିନରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କଲେ। ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହେଲେ। ସେମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହୋମବଳି ଉପହାର ଆଣିଲେ। Viz kapitola |