Online Bible

- Reklamy -




2 ବଂଶାବଳୀ 30:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସେମାନେ ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।

Viz kapitola kopírovat

ଓଡିଆ ବାଇବେଲ

16 ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।

Viz kapitola kopírovat

ପବିତ୍ର ବାଇବଲ

16 ପରମେଶ୍ୱରଙ୍କ ଲୋକ ମୋଶାଙ୍କ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର କୁହାଯାଇଥିଲା, ସେମାନେ ସେହି ପ୍ରକାରେ ସେମାନଙ୍କର ନିୟମିତ ସ୍ଥାନ ଗ୍ରହଣ କଲେ। ଲେବୀୟମାନେ ଯାଜକମାନଙ୍କୁ ରକ୍ତ ଦେଲେ। ତା'ପରେ ଯାଜକମାନେ ଯଜ୍ଞବେଦି ଉପରେ ରକ୍ତକୁ ସିଞ୍ଚନ କଲେ।

Viz kapitola kopírovat




2 ବଂଶାବଳୀ 30:16

Následuj nás:

Reklamy


Reklamy