2 ବଂଶାବଳୀ 30:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ। Viz kapitolaଓଡିଆ ବାଇବେଲ24 ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ। Viz kapitolaପବିତ୍ର ବାଇବଲ24 ଯିହୁଦାର ରାଜା ହିଜକିୟ ସମ୍ମିଳିତ ଜନତାକୁ 1,000 ବଳଦ ଓ 7,000 ମେଷକୁ ହତ୍ୟାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1,000 ବଳଦ ଓ 10,000 ମେଷ ଦେଲେ। ଅନେକ ଯାଜକମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। Viz kapitola |