Online Bible

- Reklamy -

2 ବଂଶାବଳୀ 30:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

25 ଯିହୁଦାର ସମ୍ମିଳିତ ଜନତା, ଯାଜକଗଣ ଓ ଲେବୀୟ ସମସ୍ତେ, ଇସ୍ରାଏଲର ସମସ୍ତ ସମ୍ମିଳିତ ଜନତା ଓ ଇସ୍ରାଏଲୀୟମାନେ ଓ ଯିହୁଦାରେ ବାସ କରୁଥିବା ବିଦେଶୀଗଣ ଅତ୍ୟନ୍ତ ଆନନ୍ଦିତ ଥିଲେ।

Viz kapitola kopírovat

2 ବଂଶାବଳୀ 30:25

Následuj nás:

Reklamy

Reklamy