2 ବଂଶାବଳୀ 31:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଯିହୀୟେଲ ଓ ଅସସୀୟ, ନହତ୍, ଅସାହେଲ, ଯିରେମୋତ୍, ଯୋଷାବଦ୍, ଇଲୀୟେଲ୍, ଯିଷ୍ମଖୀୟ, ମାହତ୍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଯିହୀୟେଲ ଓ ଅସସୀୟ ଓ ନହତ୍ ଓ ଅସାହେଲ୍ ଓ ଯିରେମୋତ୍ ଓ ଯୋଷାବଦ୍ ଓ ଇଲୀୟେଲ ଓ ଯିଷ୍ମଖୀୟ ଓ ମାହତ୍ ଓ ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ଵରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ଵାରା କନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ। Viz kapitolaଓଡିଆ ବାଇବେଲ13 ପୁଣି, ଯିହୀୟେଲ ଓ ଅସସୀୟ, ନହତ୍, ଅସାହେଲ, ଯିରେମୋତ୍, ଯୋଷାବଦ୍, ଇଲୀୟେଲ୍, ଯିଷ୍ମଖୀୟ, ମାହତ୍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ। Viz kapitolaପବିତ୍ର ବାଇବଲ13 କନାନିୟ ଓ ତାଙ୍କର ଭ୍ରାତା ଶିମିୟି ଏହି ଲୋକମାନଙ୍କର ତତ୍ତ୍ୱାବଧାରକ ଥିଲେ: ଯିହୀୟେଲ୍, ଅସସିୟ, ନହତ୍, ଅସାହେଲ୍, ଯିରେମୋତ୍, ଯୋଷାବଦ୍, ଇଲୀୟେଲ, ଯିଷ୍ମଖିୟ, ମାହତ୍ ଓ ବନାୟ। ରାଜା ହିଜକିୟ ଓ ପରମେଶ୍ୱରଙ୍କ ମନ୍ଦିର ଦାୟିତ୍ୱରେ ଥିବା ପଦାଧିକାରୀ ଅସରିୟ ସେହି ଲୋକମାନଙ୍କୁ ମନୋନୀତ କଲେ। Viz kapitola |