2 ବଂଶାବଳୀ 31:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ଲେବୀୟ ଯିସ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ଵାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା। Viz kapitolaଓଡିଆ ବାଇବେଲ14 ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା। Viz kapitolaପବିତ୍ର ବାଇବଲ14 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା। Viz kapitola |