2 ବଂଶାବଳୀ 31:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ; Viz kapitolaଓଡିଆ ବାଇବେଲ17 ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ; Viz kapitolaପବିତ୍ର ବାଇବଲ17 ଯାଜକମାନଙ୍କୁ ସେମାନଙ୍କର ସଂଗୃହୀତ ବସ୍ତୁର ଅଂଶ ଦିଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁଯାୟୀ ବଂଶ ଇତିହାସରେ ତାଲିକାଭୁକ୍ତ ହୋଇଛନ୍ତି, ତହିଁନୁଯାୟୀ କରାଯାଉଥିଲା। କୋଡ଼ିଏ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲେବୀୟମାନେ ସେମାନଙ୍କର ସଂଗୃହୀତ ଅଂଶ ପାଉଥିଲେ। ଏହା ସେମାନଙ୍କର ଦାୟିତ୍ୱ ଓ ସେମାନଙ୍କର ଦଳନୁଯାୟୀ ନିରୂପଣ କରାଯାଉଥିଲା। Viz kapitola |