2 ବଂଶାବଳୀ 31:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ଵାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ। Viz kapitolaଓଡିଆ ବାଇବେଲ2 ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ2 ରାଜା ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ସେମାନଙ୍କର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରତ୍ୟେକ ଦଳର ନିଜସ୍ୱ ବିଶେଷ କାର୍ଯ୍ୟ ରହିଥିଲା। ତେଣୁ ଯାଜକମାନେ ଓ ଲେବୀୟମାନେ ପୁନର୍ବାର ହୋମବଳି ଉପହାର ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବାର କାର୍ଯ୍ୟ କଲେ। ଆଉ ମଧ୍ୟ ପରମେଶ୍ୱର ମନ୍ଦିରରେ ସେବାକାର୍ଯ୍ୟ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରଗୁଡ଼ିକ ନିକଟରେ ପ୍ରଶଂସା ଗାନ କରିବା କାର୍ଯ୍ୟ ସେମାନଙ୍କର ଥିଲା। Viz kapitola |